ଅଧ୍ୟାୟ 42
1 ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
2 ମାରେ ପ୍ରାଣ ଜୀବନ୍ତ ପରମେଶ୍ବରଙ୍କ ନିମନ୍ତେ ତୃଷିତ। ମୁଁ କବେେ ପ୍ରଭୁଙ୍କ ଦର୍ଶନ ପାଇବି ?
3 ମାରେ ଶତ୍ରୁମାନେ ନିରନ୍ତର ମାେ ପ୍ରତି ପରିହାସ କରୁଛନ୍ତି। ସମାନେେ କହନ୍ତି, "ତୁମ୍ଭର ପରମେଶ୍ବର କାହାନ୍ତି ? ସେ କବେେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି ?" ଭୋଜନ କରିବା ପରିବର୍ତେ କବଳେ ମୁଁ କାନ୍ଦେ।
4 ଯେତବେେଳେ ମୁଁ ମନେ ପକାଏ, ମାରେ ହୃଦଯ ବିଦୀର୍ଣ୍ଣ ହାଇୟୋଏ। ସହେି ସୁଦିନ ଗୁଡ଼ିକୁ ୟାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତବେେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଚାଲିଲି, ମୁଁ ମନେ ପକାଏ ସହେିସବୁ ଖୁସିର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ୟାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।
5 ହେ ମାରେ ପ୍ରାଣ କାହିଁକି ମୁଁ ଏତେ ବ୍ଯାକୁଳ ? ମୁଁ ପରମେଶ୍ବରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।
6 ହେ ମାରେ ପରମେଶ୍ବର, ମାରେ ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି େଛାଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି। ଯେଉଁଠାରେ ହର୍ମୋଣ ପର୍ବତ ଓ ୟର୍ଦ୍ଦନ ନଦୀ ପରସ୍ପରକୁ ଭଟେନ୍ତି।
7 ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ। ଯେତବେେଳେ ଜଳପ୍ରପାତ ଓଲଟ ପାଲଟ ହାଇୟୋଏ, ନିମ୍ନଭାଗର ଜଳ ସୋର୍ତ ଶବ୍ଦ କରେ। ସଦାପ୍ରଭୁ, ତୁମ୍ଭର ଢ଼େଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମାରେ ଚତୁଃପାଶର୍ବରେ ଚୂର୍ଣ୍ଣ ହାଇୟୋଏ ଓ ମାେତେ ଟପିୟାଏ।
8 ରାତି ହେଉକି ଦିନ ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରମେ ଢ଼ାଳି ଦିଅନ୍ତି। ସହେି ଜୀବନ୍ତ ପରମେଶ୍ବରଙ୍କ ପାଇଁ ମାେ ନିକଟରେ ଏକ ଗୀତ ଅଛି।
9 ମୁଁ ପରମେଶ୍ବରଙ୍କୁ କହିଲି, ତୁମ୍ଭେ ମାରେ ଦୃଢ଼ତାର ପଥର। ମୁଁ କ ହେ, " ହେ ସଦାପ୍ରଭୁ କାହିଁକି ତୁମ୍ଭେ ମାେତେ ଭୁଲି ୟାଇଛ ? କାହିଁକି ମୁଁ ମାରେ ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ ?"
10 ମାରେ ଶତ୍ରୁମାନେ ନିରନ୍ତର ମାେତେ ଅପମାନିତ କରନ୍ତି ଓ ଏକ ଶକ୍ତ ଚାପୁଡ଼ା ଦିଅନ୍ତି, ଯେତବେେଳେ ସମାନେେ ମାେତେ ପଚାରନ୍ତି, "ତୁମ୍ଭର ପରମେଶ୍ବର କେଉଁଠାରେ ଅଛନ୍ତି ? ସେ କ'ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?"
11 ହେ ମାରେ ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି ? ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ବରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମାେତେ ଉଦ୍ଧାର କରିବେ।